www.samajalive.in
Monday, December 8, 2025
13.1 C
Bhubaneswar

୨୮୬ ଛାତ୍ରଛାତ୍ରୀ ଦେଲେ ବୃତ୍ତି ପରୀକ୍ଷା

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକର ୨ଟି ପରୀକ୍ଷା କେନ୍ଦ୍ରରେ  ଆଜି ପଞ୍ଚମ ଓ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ  ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ପଞ୍ଚମ ଶ୍ରେଣୀ ପାଇଁ  ଅତାବିରା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୧୩୨ ଜଣ ପରୀକ୍ଷା ଦେଇଥିଲେ। ସେହିପରି ତୃତୀୟ ଶ୍ରେଣୀ ପାଇଁ ଅତାବିରା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୧୫୪ ଜଣ ପରୀକ୍ଷା ଦେଇଥିଲେ। ପରୀକ୍ଷା କେନ୍ଦ୍ର ପରିଚାଳକ ଭାବେ ଉଭୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା ଓ ମନୋଜ ହରପାଲ୍ ରହି ପରୀକ୍ଷା  ପରିଚାଳନା କରିଥିଲେ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories