www.samajalive.in
Sunday, December 14, 2025
23.1 C
Bhubaneswar

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା, ମାଣ୍ଡିପଙ୍କା ଗାଁରେ ବିଜେପି କର୍ମକର୍ତା

ଫୁଲବାଣୀ: ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଯାଉ ଖାଇ ୨ମହିଳାଙ୍କ ମୃତ୍ୟ ଓ ୬ଜଣ ଗୁରୁତର ଘଟଣା ସମ୍ପର୍କରେ ଆଜି ଦାରିଙ୍ଗବାଡ଼ି ବ୍ଲକ  ବିଜେପି ମଣ୍ଡଳ ସଭାପତି ସନ୍ତୋଷ କୁମାର ସାହୁ, କନ୍ଧମାଳ ଜିଲ୍ଲା ସାଂସଦଙ୍କ ଦାରିଙ୍ଗବାଡି ପ୍ରତିନିଧି ବିଷ୍ଣୁ ପ୍ରଧାନ, ଯୁବମୋର୍ଚ୍ଚା ସଭାପତି ରୁଦ୍ର ନାରାୟଣ ବେହେରା, ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ମହେନ୍ଦ୍ର ଦାସ ଓ କାର୍ଯ୍ୟକର୍ତ୍ତା ସୁବାସ ଚନ୍ଦ୍ର ସାହୁଙ୍କ ସମେତ ଅନେକ ଭାଜପା କର୍ମୀ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍ଗା ଗ୍ରାମକୁ ଯାଇ ମୃତ ଓ ଅସୁସ୍ଥ ଥିବା ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories