www.samajalive.in
Thursday, December 11, 2025
23.1 C
Bhubaneswar

ରାଧାକୃଷ୍ଣ ମୂର୍ତ୍ତି ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ 

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ନୂଆପଡା ଗଣ୍ଡା ସମାଜ ପକ୍ଷରୁ ନିର୍ମାଣ ହୋଇଥିବା ରାଧାକୃଷ୍ଣ ମନ୍ଦିରରେ ମୂର୍ତ୍ତି ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ ହୋଇଯାଇଛି। ପ୍ରାଣ ପ୍ରତିଷ୍ଠା ଉତ୍ସବ ଦିନକ ପୂର୍ବରୁ ପଡାର ମହିଳା ମାନଙ୍କ ଦ୍ୱାରା କଳସ ଯାତ୍ରା ବାହାରିଥିଲା। ପରଦିନ ମୃର୍ତ୍ତି ପ୍ରାଣ ପ୍ରତିଷ୍ଠା ହୋଇଥିଲା। କର୍ତାଭାବେ ସମାଜସେବୀ ବାପି ବାଗ ଏବଂ ତାଙ୍କ ଧର୍ମପତ୍ନୀ ଥିଲେ। ମଙ୍ଗଳଭବନ ଠାରେ ମହା ପ୍ରସାଦର କାର୍ଯ୍ୟକ୍ରମ କରାଯାଇଥିଲା। ହେଉଥିରେ ଶହ ଶହ ଭକ୍ତ ପ୍ରସାଦ ସେବନ କରିଥିଲେ।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories