www.samajalive.in
Saturday, December 13, 2025
14.1 C
Bhubaneswar

ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଦୌଡ଼କୁଦ ଉପଲକ୍ଷେ ଗଣଦୌଡ଼ 

କେନ୍ଦୁଝରଗଡ଼: ୬୮ ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଦୌଡ଼କୁଦ ପ୍ରତିଯୋଗୀତା ଉପଲକ୍ଷେ ଶନିବାର ସକାଳ ୭ ଘଟିକା ସମୟରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଆୟୋଜିତ ଗଣଦୌଡ଼ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାରି ଗାନ୍ଧୀ ଛକ, ଜେଲରୋଡ, ଚର୍ଚ୍ଚ ଛକ, ଟେଲିଫୋନ ଏକ୍ସଚେଞ୍ଜ, କୋର୍ଟ ଛକ, ଲାବଣ୍ୟ ଛକ ପରେ ପୁନର୍ବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପହଞ୍ଚିଥିଲା।ଏହି ଗଣ ଦୌଡ଼କୁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ମହେନ୍ଦ୍ରନାଥ ମୁର୍ମୁ ଏବଂ ମାନସିକ ରୋଗ ବିଶେଷଜ୍ଞ ଡାକ୍ତର ସୁଶାନ୍ତ କୁମାର ମାଝୀ ପତାକା ହଲାଇ ଉଦଘାଟନ କରିଥିଲେ। ଏହି ଗଣ ଦୌଡ଼ରେ ୧୦୦ରୁ ଉର୍ଦ୍ଧ୍ବ ପ୍ରଧାନ ଶିକ୍ଷକ-ଶିକ୍ଷୟିତ୍ରୀ, କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀ ତଥା ସହକାରୀ ଶିକ୍ଷକ, ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରି ସହର ପରିକ୍ରମା କରିଥିଲେ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories