www.samajalive.in
Saturday, December 6, 2025
26.1 C
Bhubaneswar

ଜିଲାସ୍ତରୀୟ ମାଣ୍ଡିଆ ଦିବସ ପାଳିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ତଥା ଖାଦ୍ୟ ମେଳା ଓ ପଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମହିଳା ସବ୍ୟୟମ ସହାୟକ ଗୋଷ୍ଠୀମାନଙ୍କ ମଧ୍ୟରେ ପୁଷ୍ଟି ଶସ୍ୟରୁ ପ୍ରସ୍ତୁତ ବିଭିନ୍ନ ପ୍ରକାର ଖାଦ୍ୟର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରଦର୍ଶନୀରେ ବିଭିନ୍ନ କ୍ଷୁଦ୍ର ଶସ୍ୟ ଓ ବିସ୍ମୃତ ଫସଲର ବିହନ ଓ ଖାଦ୍ୟ ସ୍ଥାନ ପାଇଥିଲା। ପୂର୍ବରୁ ସ୍କୁଲ ପିଲାମାନଙ୍କ ମଧ୍ୟରେ ଅନୁଷ୍ଠିତ କୁଇଜ ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ସଫଳ କ୍ଷୁଦ୍ର ଶସ୍ୟ ଚାଷୀ, ସ୍ୱୟଂ ସହାୟକ ଗୋଷ୍ଟି, ସହଯୋଗୀ ଅନୁଷ୍ଠାନ, ଗୋଷ୍ଠୀ ସମ୍ବଳ ସହାୟକ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା କାରାଗାର ଅଧ୍ୟକ୍ଷୀକ, ସଞ୍ଜୟ ସ୍ମୃତି ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା, ଅତିରକ୍ତ ଜିଲ୍ଲା ପ୍ରାଣୀ ଚିକିସ୍ତା ଅଧିକାରୀ, ଫୁଲବାଣୀ ଉଦ୍ୟାନ କୃଷି ସହକାରୀ ନିର୍ଦେଶକ, କୃଷି ଜିଲ୍ଲା ଅଧିକାରୀ ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଥିଲେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories