www.samajalive.in
Saturday, December 13, 2025
23.1 C
Bhubaneswar

ଲୋକୋ ପାଇଲଟ ପୁରସ୍କୃତ

ସମ୍ବଲପୁର: ପୂର୍ବତଟ ରେଳବାଇ ଅନ୍ତର୍ଗତ ସମ୍ବଲପୁର ରେଳ ମଣ୍ଡଳରେ କାର୍ଯ୍ୟରତ ୨ ଜଣ ଲୋକୋ ପାଇଲଟଙ୍କୁ ସମ୍ମାନୀତ କରାଯାଇଛି। ମଣ୍ଡଳ ପ୍ରବନ୍ଧକଙ୍କ କାର୍ଯ୍ୟାଳୟରେ ପ୍ରବନ୍ଧକ ତୁଷାରକାନ୍ତ ପାଣ୍ଡେ ମାଲଗାଡି (ରାୟପୁର) ଲୋକୋ ପାଇଲଟ ସନ୍ଦୀପ ପାଟିଲ ଓ ତୋରଣ ଲାଲ ସାହୁ (ମାଲଗାଡି / ରାୟପୁର)ଙ୍କୁ ପୁରସ୍କୃତ କରିଛନ୍ତି। ନିରାପତ୍ତା ପ୍ରତି ସଜାଗ, ସୁରକ୍ଷିତ ରେଳ ଚଳାଚଳ ପ୍ରତି କର୍ତ୍ତବ୍ୟ ନିଷ୍ଠା ଓ ନିରାପତ୍ତା ନିୟମ ଉପରେ ଭଲ ଦଖଲ ପାଇଁ ସେମାନଙ୍କୁ ସମ୍ମାନଜନକ ପ୍ରମାଣପତ୍ର ଓ ନଗଦ ରାଶି ଦେଇ ସମ୍ମାନୀତ କରାଯାଇଛି। ଏହି ଅବସରରେ ଅତିରିକ୍ତ ମଣ୍ଡଳ ପ୍ରବନ୍ଧକ ଆନନ୍ଦ ସିଂଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories