www.samajalive.in
Monday, December 15, 2025
15.1 C
Bhubaneswar

ଯୁବ ରେଡକ୍ରସ ସ୍ୱେଚ୍ଛାସେବୀଙ୍କ ପଲିଥିନ୍ ମୁକ୍ତ ଅଭିଯାନ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ଦଧିବାମନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୁରୁମୁଙ୍ଗାର ଯୁବ ରେଡକ୍ରସ ବାହିନୀ ତଥା ରେଡ ରିବନ କ୍ଲବର ସମସ୍ତ ସ୍ୱେଚ୍ଛାସେବୀ ମାନଙ୍କ ଦ୍ଵାରା ମହାବିଦ୍ୟାଳୟ ପରିସରକୁ ସ୍ୱଚ୍ଛ ଓ ନିର୍ମଳ ରଖିବା ସହିତ ପରିବେଶକୁ ପଲିଥିନ୍ ମୁକ୍ତ କରିବା ପାଇଁ ସଂକଳ୍ପ ନିଆଯାଇଛି। ସ୍ୱେଚ୍ଛାସେବୀ ମାନେ ନିଜେ ଖେଳପଡ଼ିଆ ଚତୁଃପାର୍ଶ୍ଵର ସଫେଇ କରିଥିଲେ। ସ୍ୱେଚ୍ଛାସେବୀ ଶଙ୍କର୍ଷଣ ଦେହୁରୀ, ଅମର ନାଏକ, ମୋନାଲିସା ମହାନ୍ତ, ଶଶିଦେଇ ନାଏକ, ଯଶୋମତି ନାଏକ, ସୁଭଦ୍ରା ମହାନ୍ତ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories