www.samajalive.in
Monday, December 8, 2025
24.1 C
Bhubaneswar

ସାମ୍ବାଦିକ ହୀରାଲାଲ ଶର୍ମାଙ୍କ ବିୟୋଗରେ ଓଜେୟୁର ଶୋକ

ସମ୍ବଲପୁର: ବରିଷ୍ଠ ଫଟୋ ସାମ୍ବାଦିକ ହୀରାଲାଲ ଶର୍ମା (୮୬)ଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ଓଡ଼ିଶା ସାମ୍ବାଦିକ ସଂଘ (ଓଜେୟୁ) ସମ୍ବଲପୁର ଜିଲା ଶାଳା ସଭାପତି ହିମାଂଶୁ ଶେଖର ମିଶ୍ର, ଜିଲା ସାଧାରଣ ସମ୍ପାଦକ ସରୋଜ ସାହୁ ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ସେ ଜଣେ ମେଳାପୀ, ମ୍ରିଭାଷୀ ଓ ବନ୍ଧୁ ବତ୍ସଳ ସାମ୍ବାଦିକ ରୂପେ ରାଜ୍ୟରେ ସୁଖ୍ୟାତି ଅର୍ଜନ କରିଥିଲେ। ତାଙ୍କର ବିୟୋଗରେ ସାମ୍ବାଦିକ ଜଗତରେ ଅପୂରଣୀୟ କ୍ଷତି ହୋଇଛି ବୋଲି ଓଜେୟୁ ଜିଲା ସଭାପତି ଶ୍ରୀ ମିଶ୍ର ତାଙ୍କର ଶୋକବାର୍ତ୍ତାରେ ପ୍ରକାଶ କରିଛନ୍ତି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories