www.samajalive.in
Monday, December 8, 2025
24.1 C
Bhubaneswar

ଜିଲ୍ଲା ଶ୍ରମିକ ସଂଗଠନ ସମନ୍ବୟ କମିଟି ବୈଠକ ଅନୁଷ୍ଠିତ

ଫୁଲବାଣୀ: ଜିଲ୍ଲା ଶ୍ରମିକ ସଂଗଠନ ସମନ୍ବୟ କମିଟିରେ ସମସ୍ତ ଶ୍ରମିକ ନେତାଙ୍କ ସ୍ଥାନୀୟ ବନାନୀ କଳା ସଙ୍ଗମ ସଭା ଗୃହରେ ବାର୍ଷିକ ବୈଠକ ଅନୁଷ୍ଠିତ ହୋଯାଇଅଛି। ଏହି ବାର୍ଷିକ ଉତ୍ସବରେ ପୁରାତନ କମିଟି ଭଙ୍ଗ କରି ନୂତନ କମିଟି ଗଠନ ଏବଂ ସର୍ବସମତି କ୍ରମେ ନୂତନ କର୍ମକର୍ତ୍ତା ଚୟନ କରାଗଲା। ଏହି ନୂତନ କମିଟିରେ ଶ୍ରମିକ ନେତା ଘନ କୁମାର ଶବରଙ୍କୁ ସଭାପତି ଚୟନ କରାଗଲା। ସେହିଭଳି ଉପସଭାପତି ଅଜୟ କୁମାର ସେଠୀ ଓ ଶିବଶଙ୍କର ସାମନ୍ତରାୟ, କାର୍ଯ୍ୟକାରୀ ସଭାପତି ଉମେଶ ଭୋଇ, ସାଧାରଣ ସମ୍ପାଦକ କାହ୍ନୁ ଚରଣ ଦିଗାଲ, ସହ ସମ୍ପାଦକ ସୁଜିତ୍ ରଣା, କୋଷାଧ୍ୟକ୍ଷ ଦୂତିକୃଷ୍ଣ ମଲ୍ଲିକ, ଉପଦେଷ୍ଟା ପ୍ରଫୁଲ୍ଲ କୁମାର ବେହେରା, ସୁଚିତ୍ରା ନାୟକ, ଗୋପାଳ କୃଷ୍ଣ ବିଶୋଇ, ତ୍ରିନାଥ ବେହେରା, ଦିକ୍ସନ ନାୟକଙ୍କୁ ସର୍ବସମତି କ୍ରମେ ନିର୍ବାଚିତ ହୋଇଥିଲେ।

Hot this week

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

Related Articles

Popular Categories