www.samajalive.in
Monday, December 15, 2025
15.1 C
Bhubaneswar

ଭାରତ ସ୍କାଉଟସ୍‌‌ ଓ ଗାଇଡ଼୍‌‌ ଶିବିର ଉଦ୍‌‌ଯାପିତ

ଫୁଲବାଣୀ: ବ୍ରାହ୍ମଣପାଦ ଶ୍ରୀବିରୁପାକ୍ଷ ଉଚ୍ଚବିଦ୍ୟାଳୟା ଖେଳ ପଡ଼ିଆଠାରେ ଚାଲିଥିବା ୩ ଦିନିଆ ଜିଲାସ୍ତରୀୟ ଭାରତ ସ୍କାଉଟସ୍‌‌ ଓ ଗାଇଡ଼୍‌‌ ଶିବିର ଉଦ୍‌‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ, ସମ୍ମାନିତ ଅତିଥିଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସ୍ନେହାଶିଷ୍‌‌ ସାହୁ, ଏଜେଇ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପାୟଲ ପଟନାୟକ ପ୍ରମୁଖ ଯେଗ ଦେଇଥିଲେ। ଶିବିରରେ ଜିଲାର ୮୬ଟି ବିଦ୍ୟାଳୟର ୪୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଶେଷରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories