www.samajalive.in
Sunday, December 7, 2025
23.1 C
Bhubaneswar

ସଡକ ସୁରକ୍ଷା ସପ୍ତାହ ପାଳିତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତରେ ଥିବା ଜଗନ୍ନାଥପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୁନିୟର ରେଡ଼କ୍ରସ ଓ ଭାରତ ସ୍କାଉଟ  ଗାଇଡ଼ ଆନୁକୂଲ୍ୟରେ ସଡକ ସୁରକ୍ଷା ସପ୍ତାହ ପାଳିତ ହୋଇଛି। ପ୍ରଧାନ ଶିକ୍ଷକ କୋମୀଓ ପ୍ରସାଦ ମୁଟୁକା, ଜୁନିୟର ରେଡ଼କ୍ରସ ଓ  ସ୍କାଉଟ  ଦାୟିତ୍ୱରେ ଥିବା କ୍ରୀଡା ଶିକ୍ଷକ ଉମେଶ ଚନ୍ଦ୍ର ଦାସ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀଙ୍କ ଉପସ୍ଥିତିରେ ପ୍ରଥପ୍ରାନ୍ତ ନାଟକ କରିବା ସହ ଦୁଇ ଚକିଆ ଚାଳକଙ୍କୁ ହେଲମେଟ ଓ ଚାରି ଚକିଆ ଚଲାଉଥିବା ଚାଳକ ମାନେ ସିଟ ବେଲ୍ଟ ଲଗାଇବା, ଗାଡି ଚାଳନା କରିବା ବେଳେ ଫୋନରେ ଆଳାପ ନ କରିବା, ମଦ୍ୟ ପାନ ନ କରି ଗାଡି ଚାଳନା କରିବା ଓ ଟ୍ରାଫିକ ନିୟମ ମାନି ଗାଡି ଚାଳନା କରିବା ପାଇଁ  ଲୋକଙ୍କୁ ସଚେତନ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories