www.samajalive.in
Saturday, December 6, 2025
26.1 C
Bhubaneswar

କଣ୍ଟାବାଞ୍ଜିରେ ୟୁକୋ ବ୍ୟାଙ୍କ ଶାଖା ଉଦଘାଟିତ

କଣ୍ଟାବାଞ୍ଜି: ୟୁକୋ ବ୍ୟାଙ୍କର ୮୩ତମ ଜନ୍ମ ବାର୍ଷିକ ଅବସରରେ ସର୍ବଭାରତୀୟ ସ୍ତରରେ ୪୦ ଗୋଟି ଶାଖାର ଶୁଭାରମ୍ଭ ହେବା ଅବସରେର ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହର ରୋଡ଼ ନଂ ୩ରେ ୟୁକୋ ବ୍ୟାଙ୍କ ଶାଖା ଉଦଘାଟିତ ହୋଇଯାଇଛି। ଏହା ସହ ଢେଙ୍କାନାଳ ଠାରେ ରୁରାଲ ସେଲଫ ଏମ୍ପଲୋମେଣ୍ଟ ତାଲିମ ପ୍ରତିଷ୍ଠାନ ନିଜସ୍ୱ ଗୃହର ଉଦଘାଟନ ଆଭାସୀ ଜରିଆରେ ହୋଇଯାଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories