www.samajalive.in
Sunday, December 7, 2025
13.1 C
Bhubaneswar

ରୌସନ ସ୍ମାରକୀ ଫୁଟବଲ, ଫାଇନାଲରେ ସରଧାପୁର

ଆଠଗଡ: ଆଠଗଡ ବ୍ଲକର ଇଚ୍ଛାପୁର ପଞ୍ଚାୟତ ଅନ୍ତର୍ଗତ ମୁକ୍ତାଦେଇପୁର ଖେଳପଡିଆରେ ଚାଲିଥିବା ରୌସନ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ୫ମ ଦିନରେ ପ୍ରତିପକ୍ଷକୁ ହରାଇ ସରଧାପୁରର ଡାଇମଣ୍ଡ ଫୁଟବଲ କ୍ଲବ ଫାଇନାଲରେ ପ୍ରବେଶ କରିଛି। ଏହି ସଂଘର୍ଷପୂର୍ଣ୍ଣ ପ୍ରଥମ ସେମିଫାଇନାଲ ମ୍ୟାଚରେ ଖୋର୍ଦ୍ଧା ସରଧାପୁରର ଡାଇମଣ୍ଡ ଫୁଟବଲ କ୍ଲବ ପ୍ରତିପକ୍ଷ କପୁରସିଂର ଏସଜେୱାଇଏସ୍ କ୍ଲବକୁ ୧-୦ ଗୋଲରେ ପରାସ୍ତ କରିଥିଲା। ଅମୁଲ୍ୟ ସାମଲ, ଅନିଲ କୁମାର ନନ୍ଦ ଓ ରଫିକ୍ ଖାଁ ରେଫରୀ ଭାବେ ଏହି ମ୍ୟାଚ ପରିଚାଳନା କରିଥିଲେ। ସମାଜସେବୀ ରାମଚନ୍ଦ୍ର ସାହୁ ମୁଖ୍ୟ ଅତିଥି ଭାବେ ମ୍ୟାଚ ଉଦଘାଟନ କରିବା ସହ ଖେଳାଳିଙ୍କୁ ଉତ୍ସାହିତ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories