www.samajalive.in
Sunday, December 14, 2025
17.1 C
Bhubaneswar

୪ର୍ଥ ବାର୍ଷିକ ଉତ୍ସବ ସମାରୋହରେ ପାଳିତ

ପିପିଲି: ପିପିଲି ବ୍ଲକ ତେଇଶିପୁର ପଞ୍ଚାୟତ ଅନ୍ତର୍ଗତ ପୋଡ଼ଙ୍ଗ ଗ୍ରାମସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୪ର୍ଥ ବାର୍ଷିକ ଉତ୍ସବ ମଙ୍ଗଳବାର ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତୀ ରଶ୍ମିତା ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ଅତିଥି ଭାବେ ବ୍ଲକ ଶିକ୍ଷାଧିକାରୀ ରବୀନ୍ଦ୍ରନାଥ ନନ୍ଦ, ଜିଲା ପରିଷଦ ସଭ୍ୟ ଧରଣୀଧର ସାହୁ, ସ୍ଥାନୀୟ ସରପଞ୍ଚ ରଶ୍ମିତା ସେନାପତି ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଭଲ ମଣିଷ ଓ ଦେଶ ସେବକ ଭାବେ ନିଜକୁ ଗଢି ତୋଳିବା ପାଇଁ ପରାମର୍ଶ ଦେଇଥିଲେ। ସହକାରୀ ଶିକ୍ଷୟତ୍ରୀ କମଳିନି ମୁଦୁଲି ସଭା ପରିଚଳନା କରିବା ଅବସରରେ ଅତିଥି ପରିଚୟ ଓ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷୟତ୍ରୀ ଅମିତା କର ବାର୍ଷିକ ବୀବରଣୀ ପାଠ କରିଥିଲେ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories