www.samajalive.in
Monday, December 15, 2025
16.1 C
Bhubaneswar

ସାଂସଦ ସପ୍ତଗିରି ଉଲାକା ହେଲେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଟାସ୍କ ଫୋର୍ସ କମିଟି ସଦସ୍ୟ

ଡେସ୍କ: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ ଟାସ୍କ ଫୋର୍ସ ଗଠନ କରାଯାଇଛି, ସେଥିରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ କମିଟିରେ ଗ୍ରହଣ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟାସ୍କ ଫୋର୍ସରେ ଅନ୍ୟ ୯ ଜଣ ସଦସ୍ୟ ଅଛନ୍ତି ଏବଂ ୩ ଜଣ ଏକ୍ସ ଅଫିସିଓ ସଦସ୍ୟ ଅଛନ୍ତି। ଏହି ଦୁଇ ନୂଆ ସଦସ୍ୟ ସାମିଲ ହେବା ପରେ ଟାସ୍କ ଫୋର୍ସ ସଦସ୍ୟ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories