www.samajalive.in
Monday, December 8, 2025
24.1 C
Bhubaneswar

ପଞ୍ଚମ ବାର୍ଷିକ କ୍ରୀଡା ଉଦଯାପିତ

ରାଇକିଆ: କନ୍ଧମାଳ ଜିଲା ରାଇକିଆ ଓଡିଶା ଆଦର୍ଶ ବିଦ୍ୟାଳୟରେ ୫ମ ବାର୍ଷିକ କ୍ରୀଡା ଉଦଯାପିତ ହୋଇଯାଇଛି। ଦୁଇଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ମୂଖ୍ୟ ଅତିଥି ଭାବେ ରାଈକିଆ ସମିତି ଅଧ୍ୟକ୍ଷ ପ୍ରୀତମ ଚନ୍ଦ୍ର ପ୍ରଧାନ, ସମ୍ମାନିତ ଅତିଥି ଭାବେ ରାଇକିଆ ଥାନା ଏସଆଇ ତପନ କୁମାର ଦାସ ଯୋଗଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ସହ କ୍ରୀଡା ଶରୀରକୁ ସୁସ୍ଥ ରଖିବା ସହ ମାନସିକ ସ୍ତରରେ ମଜବୁତ୍ ହେବାରେ ସହାୟକ ହୋଇଥାଏ ବୋଲି ଅତିଥି ମାନେ ମତ ରଖିଥିଲେ। ସେହିପରି ଉଦଘାଟନୀ ସମାରୋହରେ ଅଧ୍ୟକ୍ଷ ଅମୀୟ କୁମାର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପରିଷଦ ସଭ୍ୟ ସତ୍ୟବାନ୍ ପାତ୍ର, ଜାତୀୟ ସ୍ତରର କ୍ରିକେଟ ଖେଳାଳି ପ୍ରୀତମ ପ୍ରଧାନ ଯୋଗ ଦେଇଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories