www.samajalive.in
Monday, December 8, 2025
27.1 C
Bhubaneswar

ଚେକଡ୍ୟାମରୁ ମିଳିଲା ନିଖୋଜ ଶିକ୍ଷକଙ୍କ ମୃତଦେହ

କାଲିମେଳା: ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ପୁସୁଗୁଡା ଚେକଡ୍ୟାମରୁ ନିଖୋଜ ଥିବା ଜଣେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶିକ୍ଷକ ଜଣଙ୍କ କାଲିମେଳା ବିବେକାନନ୍ଦ କଲୋନୀରେ ରହୁଥିବା ହାରାନ ମଣ୍ଡଳ ବୋଲି ଜଣାପଡିଛି। ଶିକ୍ଷକ ଜଣଙ୍କ ଗତ ଡିସେମ୍ବର ୨୯ ତାରିଖ ରାତି ୧୧ଟା ସମୟରୁ ନିଖୋଜ ଥିଲେ। ପରିବାର ଲୋକ ହାରାନଙ୍କୁ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନଥିଲା। ଏନେଇ ପରିବାର ଲୋକ ଗତ ଶୁକ୍ରବାର ଦିନ କାଲିମେଳା ଥାନାରେ ନିଖୋଜ ଥିବା ନେଇ ଥାନାରେ ଲିଖିତ ଜଣାଇଥିଲେ। ଶନିବାର ଶିକ୍ଷକ ହାରାନଙ୍କ ମୃତ ଦେହ ପାଣିରେ ଭାସୁଥିବା କିଛି ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ନିମନ୍ତେ କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories