www.samajalive.in
Sunday, December 7, 2025
26.1 C
Bhubaneswar

ବିବେକାନନ୍ଦ ରାଉତ ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦଯାପିତ

କଳାପଥର (ବାଙ୍କୀ): ବୈଦ୍ୟେଶ୍ୱର ଥାନା ଅନ୍ତର୍ଗତ ଅନୁଆରି ଏବଂ ଗୋଳାଗଣ୍ଡ ଗ୍ରାମ ପଂଚାୟତ ମିଳିତ ଆନୁକୂଲ୍ୟରେ ଆଞ୍ଚଳିକ ଯୁବ ପରିଷଦ ଦ୍ୱାରା ଆୟୋଜିତ ବିବେକାନନ୍ଦ ରାଉତ ସ୍ମାରକୀ ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ସନ୍ଧ୍ୟାରେ ଉଦଯାପିତ ହୋଇଛି। ଫାଇନାଲ ମ୍ୟାଚ ଶବର ସ୍ପଟିଙ୍ଗ ଖୋର୍ଦ୍ଧା ସହିତ ଗୋବିନ୍ଦପୁର କଟକ ଚିତାକର୍ଷକ ଖେଳ ପ୍ରଦର୍ଶନ କରିଥିଲା। ଖେଳାଳିମାନେ ଖେଳର ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ କେହି କାହାରିକୁ ଗୋଲ ଦେଇ ପାରିନଥିଲେ। ଶେଷରେ ପେନାଲଟିକ ଜରିଆରେ ଗୋବିନ୍ଦପୁର କଟକକୁ ଶବର ସ୍ପଟିଙ୍ଗ ଖୋର୍ଦ୍ଧା ୪-୧ ଗୋଲରେ ପରାସ୍ତ କରି ବିଜୟୀ ହୋଇଥିଲା।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories