www.samajalive.in
Sunday, December 7, 2025
14.1 C
Bhubaneswar

ଅତାବିରା ମହାବିଦ୍ୟାଳୟରେ ବିଶ୍ଵ କର୍କଟ ଦିବସ ପାଳିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଯୁବ ରେଡକ୍ରସ୍, ରେଡ ରିବନ୍ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ବିଶ୍ଵ କର୍କଟ ଦିବସ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶ୍ଵିନୀ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ରେଡ଼କ୍ରସ ସଂଯୋଜକ ତଥା ମହାବିଦ୍ୟାଳୟର ଅଧ୍ୟାପକ ପରମାନନ୍ଦ ରଥ, ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଧିକାରୀ ତଥା ଅଧ୍ୟାପକ ଧର୍ମେନ୍ଦ୍ର ପ୍ରଧାନ ଅତିଥି ଭାବେ ମଞ୍ଚାଶିନ ଥିଲେ।ପ୍ରଥମେ କର୍କଟ ରୋଗକୁ ଦୂରେଇବା ପାଇଁ ଶପଥ ପାଠ କରାଯାଇଥିଲା। କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଧାନ କର୍କଟ ରୋଗର କାରଣ ଏବଂ ନିରାକରଣ ଉପରେ ଛାତ୍ର ଛାତ୍ରୀଙ୍କୁ ସଚେତନତା କରାଇବା ସହ ଅନେକ ଉଦାହରଣ ଦେଇ ଅଭିଭାଷଣ ରଖିଥିଲେ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories