www.samajalive.in
Saturday, December 6, 2025
16.1 C
Bhubaneswar

କ୍ଷେତ୍ର ପରିଦର୍ଶନ କଲେ ଜିଲ୍ଲାପାଳ

ସମ୍ବଲପୁର: ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିକାଶ ମୂଳକ କାର୍ଯ୍ୟ ଜାରି ରହିଛି। ବୁଧବାର ଜିଲାପାଳ ସିଦ୍ଧେଶ୍ବର ବଳିରାମ ବୋନ୍ଦର ଓ ମହାନଗର ନିଗମ ବେଦ ଭୂଷଣ ସ୍ଥାନୀୟ ମୁଦିପଡ଼ା ଛକରୁ ଲକ୍ଷ୍ମୀ ଟକିଜ ଛକ ମଧ୍ୟରେ ଚାଲିଥିବା ରାସ୍ତା କଡର ନାଳ ଓ ଅନ୍ୟାନ୍ୟ କାର୍ଯ୍ୟ ଗୁଡିକର କ୍ଷେତ୍ର ପରିଦର୍ଶନ କରିଛନ୍ତି। ଜିଲାପାଳ ଓ କମିଶନର ଏହି ରାସ୍ତାର ପ୍ରଶସ୍ତିକରଣ ପାଇଁ ଯଥା ଶିଘ୍ର ନାଳ ନିର୍ମାଣକୁ ସମ୍ପନ୍ନ କରିବାକୁ ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କୁ ନିର୍ଦ୍ଦେଶ ଦେବା ସହିତ କାର୍ଯ୍ୟ ଗୁଡିକର ବୁଲି ଦେଖିଥିଲେ। ଏହି ନାଳ ନିର୍ମାଣ ପରେ ଯଥା ଶିଘ୍ର ରାସ୍ତାର ପ୍ରଶସ୍ତିକରଣ କରାଯିବ ବୋଲି କମିଶନର ବେଦ ଭୂଷଣ କହିଛନ୍ତି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories