www.samajalive.in
Sunday, December 7, 2025
14.1 C
Bhubaneswar

ସମ୍ବଲପୁର ଜିଲା ଗାଡିକୁ ଟୋଲ ଫ୍ରି ଦାବି

ସମ୍ବଲପୁର: ସମ୍ବଲପୁରରୁ କଟକ ଯାଉଥିବା ଜାତୀୟ ରାଜପଥର ସମ୍ପ୍ରସାରଣ ପରେ ସମ୍ବଲପୁର ଉପକଣ୍ଠସ୍ଥ ହାତୀବାରି ଠାରେ ସ୍ଥାପିତ ଟୋଲ ଗେଟରେ ନିଆଯାଉଥିବା ଟୋଲ ଟିକସକୁ ନେଇ ସମ୍ବଲପୁରବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସମ୍ବଲପୁର ଜନତା ଏହି ଟୋଲ ଟିକସ ଆଦାୟକୁ ବିରୋଧ କରୁଛନ୍ତି। ସମ୍ବଲପୁର ଜିଲାର ଯାନବାହାନ ଗୁଡ଼ିକୁ ଏହି ଟୋଲ ଗେଟରେ ଦେୟ ମୁକ୍ତ କରିବା ପାଇଁ ଶୁକ୍ରବାର ଅଞ୍ଚଳ ସାମାଜିକ ଓ ସାଂସ୍କୃତିକ ବୀ ଅନୁଷ୍ଠାନ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ଦାବୀ କରାଯାଇଛି। ମଞ୍ଚର ବରିଷ୍ଠ ସଦସ୍ୟ ତଥା ଯୁଯୁମୁରା ଅଞ୍ଚଳର ନେତା ସୂର୍ଯ୍ୟକାନ୍ତ ପାଣିଗ୍ରାହିଙ୍କ ନେତୃତ୍ୱରେ ମଞ୍ଚର ୪ ଜଣିଆ ସଦସ୍ୟଙ୍କ ଏକ ପ୍ରତିନିଧି ଦଳ ସମ୍ବଲପୁର ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କୁ ସାକ୍ଷାତ କରି ୪ ଦଫା ଦାବି ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories