www.samajalive.in
Wednesday, December 10, 2025
15.1 C
Bhubaneswar

ପୁଲୱାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ସାକ୍ଷୀଗୋପାଳ: ପୁଲୱାମା ସହିଦ ମାନଙ୍କ ନିମନ୍ତେ ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବୁଦ୍ଧିନାଥ ମଲ୍ଲିକ, ଯୋଗୀ ବେତାଳ, ପ୍ରଶାନ୍ତ କୁମାର ବିଶ୍ୱାଳ ଓ ବିଶ୍ୱନାଥ ମହାପାତ୍ରଙ୍କ ସମେତ ଅନ୍ୟମାନେ ଏହି ଦୀପଦାନ କାର୍ଯ୍ୟକ୍ରମରେ ଯୋଗ ଦେଇ ପୁଲୱାମାର ୪୦ ଜଣ ସହିଦଙ୍କ ସମେତ ସତ୍ୟବାଦୀର ସହିଦ ଶ୍ୟାମ ସୁନ୍ଦର ବାରିକି ଓ ଦେବାଶିଷ ବିଶ୍ୱାଳଙ୍କ ପାଇଁ ୪୨ଟି ଦୀପଦାନ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories