www.samajalive.in
Monday, December 15, 2025
16.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଚେସ ମହିଳା ଦଳର ବିଳାସପୁର ଗସ୍ତ

ଗୋପାଳପୁର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଆଜି ଚେସ ମହିଳା ଦଳ ବିଳାସପୁର ଗସ୍ତ କରିଛନ୍ତି। ବିଳାସପୁର ସ୍ଥିତ ଅଟଳ ବିହାରୀ ବାଜପେୟୀ ୟୁନିଭରସିଟି ଠାରେ ଚଳିତ ମାସ ୨୪ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ପୂର୍ବାଞ୍ଚଳ ଅନ୍ତଃବିଶ୍ବବିଦ୍ୟାଳୟ ପ୍ରତିଯୋଗିତାରେ ଭାଗ ନେବେ। ଦଳରେ ବାଲିଗୁଡା ଆଦିବାସୀ କଲେଜର ନିର୍ମିତା ପ୍ରଧାନ, ଶୁଭଶ୍ରୀ କହଁର, ପୂଜା ମଲ୍ଲିକ, ସାମନ୍ତିଆପଲ୍ଲି ଏସ ବି ପି ମହାବିଦ୍ୟାଳୟର କେ. ରୁପଚା ରହିଥିବା ବେଳେ ମ୍ୟାନେଜର ଓ ପ୍ରଶିକ୍ଷକ ଭାବେ ଖଲ୍ଲିକୋଟ ଆରସିଏମ ସାଇନ୍ସ କଲେଜର ଖେଳ ଶିକ୍ଷକ ଜଗଦୀଶ ପାଢ଼ୀ ଦଳରେ ଗସ୍ତ ଜରିଛନ୍ତି। କ୍ରୀଡ଼ା ପରିଷଦ ପକ୍ଷରୁ କୁଳପତି ପ୍ରଫେସର ଗିତାଞ୍ଜଳୀ ଦାଶ, କ୍ରୀଡ଼ା ପରିଷଦ ସମ୍ପାଦକ ଡ.ସାରଦା ପ୍ରସାଦ ସାହୁ, ଜି. ସତ୍ୟ ନାରାୟଣ, ରାଜେଶ କୁମାର ମହାନ୍ତି, ରବି ଚରଣ ମିଶ୍ର, ବିନାୟକ ରଥ, ଡ଼. ରମାକାନ୍ତ ଭୂୟାଁ, ପ୍ରଦୀପ କୁମାର ନାୟକ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

Related Articles

Popular Categories