www.samajalive.in
Sunday, December 14, 2025
17.1 C
Bhubaneswar

ଗୋପାଳପୁର ମିଲିଟାରୀ ହସପିଟାଲରେ ରକ୍ତଦାନ ଶିବିର

ଗୋପାଳପୁର: ଗୋଳାବନ୍ଧ ଆର୍ମି ଏଡି କଲେଜ ପରିସରରେ ଥିବା ଗୋପାଳପୁର ମିଲିଟାରୀ ହସପିଟାଲ ପରିସରରେ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ଏହି ଶିବିରରେ ସ୍ବେଛାସେବୀ ସମେତ ଆର୍ମି ଜବାନ ଓ ତାଙ୍କ ପରିବାର ସଦସ୍ୟ ମାନେ ସାମିଲ ରହି ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ। ବ୍ରହ୍ମପୁର ବଡ ମେଡିକାଲ ରକ୍ତ ଭଣ୍ଡାରର ଡ଼ ଅଭିନାଶଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ ରକ୍ତ ସଂଗ୍ରହ କରିଥିଲେ। ଆର୍ମି ଏଡି କଲେଜର ଅଧିକାରୀ ସମେତ ଗୋପାଳପୁର ଆର୍ମି ମେଡିକାଲର ଅଧିକାରୀ, ଡାକ୍ତର ଓ କର୍ମଚାରୀ ମାନେ ସହଯୋଗ କରିଥିଲେ। ଏଥିରେ ୫୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ବିଶେଷ କରି ‘ଏ’ ପଜିଟିଭ, ‘ବି’ ପଜିଟିଭ ପରି ବିରଳ ରକ୍ତ ଏହି କ୍ୟାମ୍ପରୁ ସଂଗୃହୀତ ହୋଇଥିବା ବେଳେ ଏହି ରକ୍ତ ଓଡିଶାର ଗରିବ ତଥା ଦରକାରୀ ରୋଗୀଙ୍କୁ ସହାୟତା ଆଜି ପାରିବ ବୋଲି ଆର୍ମି ଏଡି କଲେଜ ମେଡିକାଲର ଡାକ୍ତର ସୂଚନା ଦେଇଛନ୍ତି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories