www.samajalive.in
Sunday, December 14, 2025
23.1 C
Bhubaneswar

କଣ୍ଟାବାଞ୍ଜିରେ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମ ପାଳିତ

କଣ୍ଟାବାଞ୍ଜି: ତୁରେକେଲା ସମ୍ୱନ୍ୱିତ ମହିଳା ଶିଶୁ ବିକାଶ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ସପ୍ତାହେ ବ୍ୟାପି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଶୁକ୍ରବାର ଶେଷ ସନ୍ଧ୍ୟାରେ କଣ୍ଟାବାଞ୍ଜି ସହର ନୋଡାଲ ବିଦ୍ୟାଳୟ ପରିସରେ, ସୁଭଦ୍ରା ପାଇଁ ଦିନଟିଏ କାର୍ଯ୍ୟ କ୍ରମରେ ପ୍ରଦୀପ ପ୍ରଜ୍ବଳନ କାର୍ଯ୍ୟକ୍ରମ ମହିଳା ଶିଶୁଵିକାଶ ଅଧିକାରି ରତ୍ନାମଣୀ ବରାଳଙ୍କ ନେତୃତ୍ୱରେ କରାଯାଇଥିଲା। ସେହିପରି ଶିଶୁ ଵିକାଶ କାର୍ଯ୍ୟାଳୟ ଅଧିନସ୍ଥ ପ୍ରତେକ ଗାଁରେ ଏହି କାର୍ଯ୍ୟକ୍ରମ ହୋଇଥିଲା। ଏହି ପ୍ରଦୀପ ପ୍ରଜ୍ବଳନ ପାଇଁ ସୁଭଦ୍ରା ହିତାଧିକାରୀ ଅଙ୍ଗନବାଡି କର୍ମୀ, କିଶୋରୀ ବାଳିକା, ସହାୟିକା, ମହିଳା ପରିଦର୍ଶିକା, ମହିଳା ସ୍ୱୟଂ ସହାୟକ ଗୋଷ୍ଠିର ମହିଳା ସାମିଲ ଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories