www.samajalive.in
Saturday, December 6, 2025
23.1 C
Bhubaneswar

ଜାତୀୟ ଉପ-କନିଷ୍ଠ ଅସିଚାଳନା ପାଇଁ ଓଡିଶା ଦଳ ଘୋଷିତ

କଟକ: ମାର୍ଚ୍ଚ ୨୭ରୁ ୩୦ ତାରିଖ ପର୍ଯନ୍ତ ଓଡିଶା ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ, କଟକ ଜାତୀୟ ଉପକନିଷ୍ଠ ଅସିଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଓଡିଶା ଦଳ ଘୋଷଣା କରାଯାଇଛି। ଓଡିଶା ଦଳ ଚୟନ ଲାଗି ରାଜ୍ୟ କ୍ରୀଡ଼ା ବିଭାଗ ସହଯୋଗରେ ଭୁବନେଶ୍ୱର ଫେନସିଙ୍ଗ ଏକାଡେମୀରେ କ୍ୟାମ୍ପ ଅନୁଷ୍ଠିତ ହୋଇଥିଲା। କ୍ୟାମ୍ପରେ ୩୪ ଜଣ ଖେଳାଳି ଯୋଗ ଦେଇଥିଲେ। ସେଥି ମଧ୍ୟରୁ ୨୪ ଜଣ ଖେଳାଳିଙ୍କୁ ନେଇ ଓଡିଶା ଦଳ ଗଠନ କରାଯାଇଛି ବୋଲି ରାଜ୍ୟ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ଏବଂ ସାଙ୍ଗଠନିକ ସମ୍ପାଦକ ସୁମିତ ରଞ୍ଜନ ପୁରୋହିତ ସୂଚନା ଦେଇଛନ୍ତି। ରାଜ୍ୟ ସଭାପତି ଅନଙ୍ଗ ଉଦୟ ସିଂ ଦେଓ, ସମ୍ପାଦକ ଦେବେନ୍ଦ୍ର କୁମାର ସାହୁ ଉପ ସଭାପତି ରମେଶ ମଲ୍ଲିକ ସାଙ୍ଗଠାନିକ ସମ୍ପାଦକ ସୁମିତ ରଞ୍ଜନ ପୁରୋହିତ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଓଡିଶା ଦଳ ବାଳକ
ଲିଖିତ ବିଶ୍ୱାଳ, ନିଶାଙ୍କ ପଟେଲ, ବିଭୁତି ପଟେଲ, ଓମ ଖୋରା, ସ୍ୱାଗତ ପଟେଲ, ପଦ୍ମଲୋଚନ ନାଏକ, ଓମଶଙ୍କର ପଟେଲ, ଶୁଭମ ଯେସିଂ, ପ୍ରୋମଜୀତ ବେଶରା, ସୋମ୍ୟ ପ୍ରଧାନ, ମଣିକେଶ ନାଏକ, କାହ୍ନା ଗଡତୀୟା

- Advertisement -

ଓଡିଶା ବାଳିକା ଦଳ
ସ୍ମୃତି ପ୍ରଭା ଅରୁଣ, ସଞ୍ଜନା ଜାଲ, ଡଲିରାଣୀ ମଝି, ଆସ୍ତl ଗଜେନ୍ଦ୍ର, ସ୍ମୃତି ପ୍ରଭା ଅରୁଣ, ସାରିକା ପଟେଲ, ଶ୍ରୀୟା ଶ୍ରୁତି ପଟେଲ, ପ୍ରଜ୍ଞାଶ ମହାନ୍ତି, ଇସ୍ରିତା ମିଶ୍ର, ନମ୍ରତା ପଟେଲ, ଅମ୍ରିତା ଆଦିଯୁଆଡ, ମୁକ୍ତି ବିଶ୍ବାଳ

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories