www.samajalive.in
Sunday, December 14, 2025
26.1 C
Bhubaneswar

୫ ସ୍ଥାନରେ ହେବ ସହିଦ ରତ୍ନା ନାଏକଙ୍କ ପ୍ରତିମୂର୍ତ୍ତି

କେନ୍ଦୁଝରଗଡ: ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ସହିଦ୍ ରତ୍ନା ନାଏକଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଉଦ୍ଦେଶ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ୱାଧିନତା ସଂଗ୍ରାମରେ ସହିଦ୍ ହୋଇଥିବା ଭୂୟାଁ ନେତା ସହିଦ୍ ରତ୍ନା ନାଏକଙ୍କ ସ୍ମୃତିରେ ମୁଖ୍ୟମନ୍ତ୍ରୀ ଭୂୟାଁ ସଂଗଠନର ଦାବୀକୁ ସମ୍ମତି ଜଣାଇବା ପରେ ସଂସ୍କୃତି ବିଭାଗ ପକ୍ଷରୁ ୫ଟି ସ୍ଥାନରେ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ନିଷ୍ପତ୍ତି ନିଆଯାଇଛି। ପରବର୍ତ୍ତୀ ସମୟରେ ସଠିକ୍ ସ୍ଥାନ ଚୟନ କରାଯିବ। ରତ୍ନ। ନାଏକଙ୍କ ପରିବାର ଗାଁର ଉନ୍ନତି ପାଇଁ ଚେଷ୍ଟା କରାଯିବ। ଏ ନେଇ ଜିଲ୍ଲା ପ୍ରଶାସନ ଏବଂ ଭୂୟାଁ ସାଂସ୍କୃତିକ ସଂଗଠନ ମିଳିତ ଆନୁକୂଳ୍ୟରେ ଏକ ବୈଠକ ଅତିରିକ୍ତ ଜିଲ୍ଲାପାଳଙ୍କ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories