www.samajalive.in
Wednesday, December 10, 2025
23.1 C
Bhubaneswar

ଓଡିଶା ଆଦର୍ଶ ବିଦ୍ୟାଳୟ କୋକସରାରେ ପାସ ହାର ୮୫%ରୁ ଉର୍ଦ୍ଧ୍ୱ

ଲଡୁଗାଁ: ପ୍ରକାଶ ପାଇଥିବା ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟର ଫଳାଫଳ ସନ୍ତୋଷଜନକ ହୋଇଥିବା ଜଣାପଡିଛି। ଦଶମ ଶ୍ରେଣୀ ପରୀକ୍ଷାରେ ଚଳିତ ବର୍ଷ ୮୮.୨୩% ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଥିବା ବେଳେ ଦ୍ଵାଦଶ ପରୀକ୍ଷାରେ ୮୬.୬୬% ଫଳାଫଳ ହୋଇଛି। ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ଡ଼ଲି ରୋହିଲା ୯୦% ମାର୍କ ରଖି ବିଦ୍ୟାଳୟରେ ଟପ୍ପର ହୋଇଥିବା ବେଳେ ଦ୍ଵାଦଶ ପରୀକ୍ଷାରେ ନିହାରିକା ରାଉତ ୮୩% ମାର୍କ ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି।

Hot this week

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

Related Articles

Popular Categories