www.samajalive.in
Sunday, December 14, 2025
14.1 C
Bhubaneswar

ଚାନ୍ଦବାଲି ଏନଏସିରେ ଏକ ପେଡ ମା’କେ ନାମ ଅଭିଯାନ

ଚାନ୍ଦବାଲି: ଚାନ୍ଦବାଲି ଏନଏସି ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଚାନ୍ଦବାଲି ଏନଏସି ପକ୍ଷରୁ ଶନିବାର ଏକ ପେଡ ମା’କେ ନାମ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏନଏସି ଅଧକ୍ଷା ଶାନ୍ତିଲତା ସେଠୀ ଓ ଆସିଷ୍ଟାଣ୍ଡ ଇଞ୍ଜିନିଅର ପ୍ରଭାତ ସାହୁ ବହୁ ଗଛ ଲଗାଇଥିଲେ। କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକ, ଏସଏଚଜି ମହିଳା ଓ ଏନଏସି କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଯୋଗ ଦେଇ ଗଛ ଲଗାଇବା ସହ ଗଛର ରକ୍ଷଣାବେକ୍ଷଣ ପାଇଁ ଜାଲ ଘେରାଇ ଆବଦ୍ଧ କରିଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories