www.samajalive.in
Wednesday, December 10, 2025
23.1 C
Bhubaneswar

କଣ୍ଟାବାଞ୍ଜିରେ ବ୍ଲକସ୍ତରୀୟ ବକ୍ତୃତା ପ୍ରତିଯୋଗିତା

ଡେସ୍କ: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ ତମ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ ତୁରେକେଲା ବ୍ଲକ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଆୟୋଜିତ ବ୍ଲକସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ ଦୂରଦୃଷ୍ଟି ଏବଂ ସମାଜସେବା ସଂକ୍ରାନ୍ତରେ ନିଜ ନିଜ ବକ୍ତବ୍ୟରେ ମତପ୍ରକାଶ କରିଥିଲେ।

ଆୟୋଜିତ ପ୍ରତିଯୋଗିତାରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଚାଉଳ ଶୁଖାର ସୁହାନୀ ମେହେର (ଦଶମ) ପ୍ରଥମ ସ୍ଥାନ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, କଣ୍ଟାବାଞ୍ଜିର ଇନ୍ଦିତା ଦୀପ ଦ୍ଵିତୀୟ ସ୍ଥାନ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କଣ୍ଟାବାଞ୍ଜିର ସାବିତ୍ରୀ ନାଏକ (ଦଶମ) ତୃତୀୟ ସ୍ଥାନ ସ୍ଥାନ ହାସଲ କରିଛନ୍ତି।

Hot this week

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

Related Articles

Popular Categories