www.samajalive.in
Wednesday, December 10, 2025
26.1 C
Bhubaneswar

କ୍ଷୁଦ୍ର ଜଳସେଚନ ମଣ୍ଡଳ ନୂତନ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ଫୁଲବାଣୀ: ଫୁଲବାଣୀ କ୍ଷୁଦ୍ର ଜଳସେଚନ ମଣ୍ଡଳର ନୂତନ କାର୍ଯ୍ୟାଳୟ ଓ ବାସଭବନର ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଛି। ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ ମୁଖ୍ୟ ଅତିଥ୍ ଭାବେ ଯୋଗ ଦେଇ ଶିଳାନ୍ୟାସ କରିଥିଲେ। ଏହି ମଣ୍ଡଳ ଅଧିନରେ କନ୍ଧମାଳ, ଭଞ୍ଜନଗର ଓ ବୌଦ୍ଧ କ୍ଷୁଦ୍ର ଜଳସେଚନ ବିଭାଜନ ରହିବ। ଏହାଦ୍ବାରା ବିଭାଗ ପକ୍ଷରୁ ଉନ୍ନୟନ ମୂଳକ କାର୍ଯ୍ୟ ଅଧୂକ ତ୍ୱରାନ୍ୱିତ ହେବା ସହ ଚାଷୀ ପୂର୍ବାପେକ୍ଷା ଅଧୂକ ଜଳସେଚନ ସୁବିଧା ପାଇବେ ବୋଲି ବିଧାୟକ ଶ୍ରୀ ମଲ୍ଲିକ କହିଛନ୍ତି।

୩୮.୫୭ ଲକ୍ଷ ଟଙ୍କା ବ୍ୟୟରେ କାର୍ଯ୍ୟାଳୟ ଓ ୨୮.୨୯ ଲକ୍ଷ ଟଙ୍କା ବ୍ୟୟରେ ବାସଭବନ ନିର୍ମାଣ ହେବ। ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ମୁଖ୍ୟ ଯନ୍ତ୍ରୀ ଇଁ.ପୂର୍ଣ୍ଣଚନ୍ଦ୍ର ରଥ, ଫୁଲବାଣୀ ଡ଼ିଭିଜନ ଏସ. ଇ. ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ଭଞ୍ଜନଗର ଏସଇ ସୁପ୍ରଭା କହଁରଙ୍କ ସମେତ ଫୁଲବାଣୀ, ବୌଦ୍ଧ, ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଜନର ଯନ୍ତ୍ରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories