www.samajalive.in
Saturday, December 6, 2025
15.1 C
Bhubaneswar

ନିର୍ମାଣ ହେବ ଜି ଉଦୟଗିରି ପ୍ରେସ କ୍ଲବ ଗୃହ

ଜି ଉଦୟଗିରି: ଜି ଉଦୟଗିରି ପ୍ରେସ କ୍ଲବ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ନେଇ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନଙ୍କ ସହ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ବିବରଣୀରୁ ପ୍ରକାଶ ଯେ ପ୍ରେସ କ୍ଲବ ସଭାପତି ରାମକୃଷ୍ଣ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ କରାଯାଇ କିପରି ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ସେ ନେଇ ବିସ୍ତୃତ ଆଲୋଚନା କରଯାଇଥିଲା।

କାର୍ଯ୍ୟକ୍ରମରେ ସାମ୍ବାଦିକ ଅରୁଣ କୁମାର ଷଡ଼ଙ୍ଗୀ, ଗଗନ କୁମାର ପ୍ରଧାନ, ଅନିଲ କୁମାର ଦଳବେହେରା, ସମିର କୁମାର ପାଢ଼ୀ, ବଟ କୃଷ୍ଣ ଦାସ, ଚିନ୍ମୟ କୁମାର୍ ସେଠୀ, ଦେବନାଥ ଦଳବେହେରା, ପ୍ରସନ୍ନ କୁମାର ମିଶ୍ର, ପତିତପାବନ ସାହୁ, ସାମନ୍ତ ଶେଖର ନାୟକ, ସୁସ୍ମିତା ଜେନା, ଚନ୍ଦ୍ର ଶେଖର ପାଢ଼ୀ, ସୁଜିତ ସାହୁ ଓ ଏନ୍ ରାଜା ରାଓ ପ୍ରମୁଖ ଆଲେଚନାରେ ଅଂଶ ଗ୍ରହଣ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories