www.samajalive.in
Saturday, December 13, 2025
18.1 C
Bhubaneswar

ନର୍ସିଂ ଅଧିକାରୀ ପରୀକ୍ଷାରେ ଦ୍ଵିତୀୟ ସ୍ଥାନ ଅଧିକାର କଲେ ଆଶୀର୍ବାଦ

ପଦ୍ମପୁର: ୟୁପିଏସସି ଦ୍ୱାରା ପରିଚାଳିତ ଇଏସଆଇସି ନର୍ସିଂ ଅଫିସର ନିଯୁକ୍ତି ପରୀକ୍ଷାରେ ଆଶୀର୍ବାଦ ଚୌଧୁରୀ ସର୍ବଭାରତୀୟ ସ୍ତରରେ ଦୁତୀୟ ସ୍ଥାନ ଅଧିକାର କରି ଓଡିଶା ତଥା ରାୟଗଡା ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। କେନ୍ଦ୍ର ଲୋକସେବା ଆୟୋଗ ଦ୍ୱାରା ୧୬ ତାରିଖ ଦିନ ଏହି ପରୀକ୍ଷାର ଫଳାଫଳ ଘୋଷଣା କରାଯାଇଛି। ଆଶୀର୍ବାଦ ବର୍ତ୍ତମାନ ଏଆଇଏମସ ଭୁବନେଶ୍ୱର ଠାରେ ନର୍ସିଂ ଅଫିସର ଭାବେ କାର୍ଯ୍ୟରତ। ଏଥି ପୂର୍ବରୁ ସେ ଏଆଇଏମସ ଭୁବନେଶ୍ୱର ପାଇଁ ନିଯୁକ୍ତି ସମୟରେ ସର୍ବଭାରତୀୟ ସ୍ତରରେ ସପ୍ତମ ସ୍ଥାନ ଅଧିକାର କରିଥିଲେ। ଆଶୀର୍ବାଦ ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକର ଶିକ୍ଷକ ପ୍ରଫୁଲ ଚୌଧୁରୀଙ୍କ ପୁତ୍ର। ଏହି ସଫଳତାର ଶ୍ରେୟ ପିତା, ମାତା ଓ କିଟ ଅନୁଷ୍ଠାନର ଗୁରୁଜନଙ୍କୁ ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories