www.samajalive.in
Thursday, December 11, 2025
14.1 C
Bhubaneswar

ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପକ୍ଷରୁ ପୁରୀରେ ବିଜୟ ଦଶମୀ ଉତ୍ସବ ପାଳିତ

ପୁରୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପକ୍ଷରୁ ପୁରୀ ତାଳବଣିଆରେ ବୁଧବାର ବିଜୟ ଦଶମୀ ଉତ୍ସବ ପାଳିତ ହୋଇଛି। ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶତ୍ରୁଘ୍ନ ପାଣିଗ୍ରାହୀ ସେଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଶତାଧିକ ସ୍ବୟଂ ସେବକ ସେଥିରେ ଅଂଶଗହଣ କରିଥିଲେ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories