www.samajalive.in
Monday, December 15, 2025
24.1 C
Bhubaneswar

ଜଙ୍ଗଲ ନିଆଁ ଲିଭାଇଲେ କୁଇ ସମାଜ ସେବା ସମିତି କର୍ମକର୍ତ୍ତା

ଫୁଲବାଣୀ: କୁଇ ସମାଜ ସେବା ସମିତି ଫୁଲବାଣୀ ତରଫରୁ କେନ୍ଦ୍ର କର୍ମ କର୍ତ୍ତା ମୁଖ୍ୟ ସଭ୍ୟ ଗୈାତମ ପ୍ରଧାନ, ସମ୍ପାଦକ ଅବନୀ କୁମାର କହଁର, ସହସମ୍ପାଦକ ଅଚ୍ୟୁତ ଯାନୀ, କୋଷାଧ୍ୟକ୍ଷ ଭାବିନ୍ଦ୍ର କହଁର, ସାଂସ୍କୃତିକ ଉପଦେଷ୍ଟା ବିରେନ୍ଦ୍ର କୁମାର କହଁର ଗୋଛାପଡା ଶାଖା କୁଇ ସମାଜ ସେବା ସମିତିର ବାର୍ଷିକ ଅଧିବେଶନରେ ଯୋଗ ଦେବା ପାଇଁ ଯାଉଥିବା ସମୟରେ ଫୁଲବାଣୀ ବ୍ଲକ କଟ୍ରିଗିଂଆ ଘାଟି ରାସ୍ତା ପାଖ ଜଗଂଲରେ ଲାଗିଥିବା ନିଆଁ ଲିଭାଇବା କାର୍ଯ୍ୟ କରିଥିଲେ। କୁଇ ସମାଜ ସେବା ସମିତି ଫୁଲବାଣୀ ତରଫରୁ ନିବେଦନ ଜଗଂଲକୁ ନିଆଁ ଦାଉରୁ ରକ୍ଷା କରିବା ଏବଂ ପରିବେଶକୁ ସୁରକ୍ଷା ଦେବା ସହ ବନ୍ୟ ଜନ୍ତୁଙ୍କୁ ସୁରକ୍ଷା ଦେବା ପାଇଁ ଲୋକଙ୍କୁ ସଚେତନର ବାର୍ତ୍ତା ଦେଇଥିବା ଦେଖାଯାଇଛି।

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories