www.samajalive.in
Monday, December 15, 2025
15.1 C
Bhubaneswar

ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗରେ ଜିଲ୍ଲା ମଞ୍ଚ କଳାକାର ସଂଘ କନ୍ଧମାଳର ଶୋକ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ମଞ୍ଚ କଳାକାର ସଂଘ ତରଫରୁ ଆଜି ଫୁଲବାଣୀ ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କଳାକାର ସ୍ବର୍ଗତ ପିଣ୍ଟୁ ନନ୍ଦଙ୍କ ଅମର ଆତ୍ମାର ସଦଗତି କାମନା କରି ଏକ ପ୍ରଦିପ ପ୍ରଜ୍ୱଳନ କାର୍ଯ୍ୟକ୍ରମ ଏବଂ ଶୋକ ସଭା ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମ ଜିଲ୍ଲା ମଞ୍ଚ କଳାକାର ସଂଘ ସମ୍ପାଦକ ନୀଳାମ୍ବର ଦିଗାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ କାର୍ଯ୍ୟକ୍ରମରେ ଉପଦେଷ୍ଟା କାମରାଜ ଦିଗାଲ, ରଞ୍ଜନ କୁମାର୍ କହଁର, ସୁଧାଂଶୁ କୁମାର୍ ବେହେରା, ସୁକାନ୍ତ ବେହେରା, ଶ୍ରୀକାନ୍ତ ସାହାଣୀ, ଭଵିନ୍ଦ୍ର କହଁର ବିକାଶ କୁମାର ଦିଗାଲଙ୍କ ସମେତ ଅନ୍ୟ କଳାକାର ମାନେ ଉପସ୍ଥିତ ରହି ସ୍ବର୍ଗତ ପିଣ୍ଟୁ ନନ୍ଦଙ୍କୁ ମନେ ପକେଇ ଶୋକ ପାଳନ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ମଙ୍ଗଳ କାମନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories