ଠାକୁରମୁଣ୍ଡା: ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣୀ ଗ୍ରାମପଂଚାୟତ ଅନ୍ତର୍ଗତ ଅସନବଣୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରଥମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସଵରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ମହାନ୍ତି ସଭାପତିତ୍ବ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ସନ୍ଧ୍ୟାରେ ସାଂସ୍କୃତିକ କାର୍ୟ୍ୟକ୍ରମ ନାଚ, ଗୀତ ପରିବେଷଣ କରାଯାଇଥିଲା।
Popular Categories



