www.samajalive.in
Sunday, December 14, 2025
23.1 C
Bhubaneswar

ବନମାଳୀ ବାବୁ ସ୍ମାରକୀ ବକ୍ତୃତାମାଳା ଅନୁଷ୍ଠିତ

ସମ୍ବଲପୁର: ସମ୍ବଲପୁରର ସାର୍ବଜନିନ ପାଠାଗାର ଟାରେ ବିଶିଷ୍ଟ ରାଜନେତା, ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ସାଂସଦ ସ୍ୱର୍ଗତ ବନମାଳୀ ବାବୁ ସ୍ମାରକୀ ବକ୍ତୃତା ମାଳା ଆୟୋଜିତ ହୋଇଯାଇଛି। ବରିଷ୍ଠ ସାମ୍ବାଦିକ ଅର୍ଜୁନ ରଞ୍ଜନ ପଣ୍ଡା ଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ୟ୍ୟକ୍‌‌ରମରେ ଶିକ୍ଷାବିତ ନିରୁପମା ବଡପଣ୍ଡା ମୁଖ୍ୟବକ୍ତା ରୂପେ ଯୋଗ ଦେଇ ସ୍ୱର୍ଗତ ଶ୍ରୀ ବାବୁ ଙ୍କ ସମ୍ବଲପୁର ଜିଲା ପ୍ରତି ଥିବା ମୋହ, ଶିକ୍ଷା ଓ ସ୍ୱାସ୍ଥ୍ୟ ସହିତ ବିକଶିତ ସମ୍ବଲପୁର ଜିଲା ଗଠନ ପାଇଁ ଥିବା ମହତ ଅବଦାନ ସର୍ମ୍ପକରେ ସ୍ମୃତିଚାରଣ କରିଥିଲେ। ପ୍ର. ରବିନାରାୟଣ ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ଶିକ୍ଷାବିତ ଅରବିନ୍ଦ ମହାପାତ୍ର ଏହି ବକ୍ତୃତାମାଳା କୁ ପରିଚାଳନା କରିଥିଲେ। ଏହି କାର୍ୟ୍ୟକ୍ରମରେ ସମ୍ପାଦକ ରଘୁନାଥ ମିଶ୍ର ସମେତ ସମସ୍ତ ସଦସ୍ୟ ଓ ଜନତା ଉପସ୍ଥିତ ରହିଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories