www.samajalive.in
Saturday, December 13, 2025
27.1 C
Bhubaneswar

୬୩ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ଚାନ୍ଦିପୁଟ: ଗଞ୍ଜେଇ ଚୋରା ଚାଲାଣ ବେଳେ ପୁଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଏହା ସହ ଚୋରା ଚାଲାଣ କରାଯାଉଥିବା ପିକ ଆପ ଭ୍ୟାନ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମୋହନା ଥାନା କଇଠପଦା ଗ୍ରାମର ମଜେସ ଗମାଙ୍ଗ (୩୨) ଓ ଗାଡି ଚଳାଉଥିବା ଗାଡି ମାଲିକ ଅଡବା ଥାନା ଅନ୍ତର୍ଗତ ପାଲକୁଆ ଗ୍ରାମର ସୁନିଲ ମଲ୍ଲିକ (୨୮)। ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ, ମାଣିକପୁର, ଆକିଲି ନିକଟରେ ପୁଲିସ ପେଟ୍ରୋଲିଂ କରୁଥିବା ବେଳେ କପୁରୀପଟା ଠାରେ ଉକ୍ତ ଗାଡିକୁ କାବୁ କରିଥିଲେ । ଗାଡିକୁ ଯାଞ୍ଚ ବେଳେ ଦୁଇଟି ବସ୍ତାରେ ପ୍ରାୟ ୬୩କେଜି ଗଞ୍ଜେଇ ଥିବା ଜଣାପଡିଥିଲା।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories