www.samajalive.in
Sunday, December 14, 2025
26.1 C
Bhubaneswar

ମାଟ୍ରିକ୍‌‌ ପରୀକ୍ଷା, ଅତାବିରା ବ୍ଳକରେ ୫୨ ଅନୁପସ୍ଥିତ

ରେଙ୍ଗାଲି କ୍ୟାମ୍ପ: ଅତାବିରା ବ୍ଲକରେ ମୋଟ୍‌‌ ୧୦ଗୋଟି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଉଥିବା ବେଳେ ସରକାରୀ ବାଳିକା ବିଦ୍ୟାଳୟକୁ ବ୍ଳକର ନୋଡାଲ ସେଣ୍ଟର କରାଯାଇଛି। ପ୍ରଥମ ଦିନରେ ବ୍ଳକର ୧୮୨୭ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୭୭୫ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫୨ଜଣ ଅନୁପସ୍ଥିତ ଥିବା ନୋଡାଲ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୁରେନ୍ଦ୍ର ବେହେରା ସୂଚନା ଦେଇଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories