www.samajalive.in
Friday, December 12, 2025
14.1 C
Bhubaneswar

ଶାସ୍ତ୍ରୀୟ ଓଡିଆ ଭାଷା ଦିବସ ପାଳନ

ନବରଙ୍ଗପୁର: ସ୍ଥାନୀୟ ସାଇ କେୟାର ଏଜୁକେସନ ସମ୍ମିଳନୀ କକ୍ଷରେ ଉତ୍କଳ ସମ୍ମିଳନୀ ନବରଙ୍ଗପୁର ଶାଖା ତରଫରୁ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯାଇଛି। ଉତ୍କଳ ସମ୍ମିଳନୀ ନବରଙ୍ଗପୁର ଶାଖାର ଉପସଭାପତି ଡ଼ଃ. ବିଜୟ କୁମାର ମିଶ୍ର, ବରିଷ୍ଠ ସଦସ୍ୟ ବିଜୟ କୁମାର ଚୌଧୁରୀ, ସହସମ୍ପ।ଦକ ଡ଼ଃ. ସଂଯୁକ୍ତା ପଣ୍ଡା, ସହଦେବ ପରିଡା, ସୁରେଶ ଚନ୍ଦ୍ର ମିଶ୍ର, ପି .ରବି କାନ୍ତ ରଘୁରାମ ଉପସ୍ଥିତ ଥିଲେ। ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ପ୍ରଭଞ୍ଜନ ତ୍ରିପାଠୀ, ଉତ୍କଳ ସମ୍ମିଳନୀର ଜିଲା ସଂପାଦକ ଦୁର୍ଗା ପ୍ରସାଦ ପାଢୀ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ଏହି ସମ୍ମିଳନୀ କକ୍ଷରେ ପ୍ରତ୍ୟେକ ଭାବ ଓଡ଼ିଆ ଭାଷା ସଂସ୍କୃତିର ସୁରକ୍ଷା ଓ ଏହାର ବିସ୍ତାର, ପ୍ରଚାର ପ୍ରସାରକୁ ଧ୍ୟାନ ଦେବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ସାଇକେର ଏଜୁକେସନର ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories