www.samajalive.in
Sunday, December 14, 2025
26.1 C
Bhubaneswar

ବିପୁଳ ପରିମାଣର ବିଦେଶୀ ମଦ ଜବତ

ପାଟଣା: କେନ୍ଦୁଝର ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଆଜି ପାଟଣା ଅବକାରୀ ଥାନା ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ମଲ୍ହାରପଦା ଗ୍ରାମର ବିଘ୍ନରାଜ ସେଠୀ (୫୦)ଙ୍କ ନିକଟରୁ ୫୭ ବୋତଲ ହ୍ୱସ୍କି ଜବଦ କରାଯାଇଛି। ବିଦେଶୀ ମଦ ଜବଦ କରାଯିବା ସହ ବିଘ୍ନରାଜଙ୍କୁ ଅବକାରୀ ବିଭାଗ ଗିରଫ କରିଥିବା ସୂଚନା ମିଳିଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories