www.samajalive.in
Wednesday, December 10, 2025
23.1 C
Bhubaneswar

ହାତୀଶାଳ ଘାଟିରେ ୧୦୦ ଫୁଟ୍ ଖାଇକୁ ଖସିଲା ଟ୍ରକ୍, ଚାଳକ ଗୁରୁତର

ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ବନାଥପୁରରୁ ମୁଷାନାଳକୁ ସଂଯୋଗ କରୁଥିବା ରାସ୍ତା ହାତୀଶାଳ ଘାଟିରେ ଘଟିଛି ଏକ ଟ୍ରକ ଦୁର୍ଘଟଣା। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁରରୁ ସାର ବୋଝେଇ କରି ବିଶ୍ବନାଥପୁର ପଟେ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଟ୍ରକଟି ହାତୀଶାଳ ଘାଟିର ୧୦୦ ଫୁଟ୍ ଖାଇରେ ଖସି ପଡ଼ିଛି। ଏଥିରେ ଟ୍ରକଟି ଚୂରମାର ହୋଇ ଯାଇଥିବା ବେଳେ ଡ୍ରାଇଭର ଜଣଙ୍କୁ ଗୁରୁତର ଭାବେ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଛି। ଦୁର୍ଘଟଣା ସଂପର୍କରେ ଖବର ପାଇ ବିଶ୍ବନାଥପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories