www.samajalive.in
Monday, December 15, 2025
27.1 C
Bhubaneswar

ବିରନରସିଂହପୁର ନର୍ସରୀ ଠାରେ ବିଶ୍ୱ ବନ ଦିବସ ପାଳିତ

ବୌଦ୍ଧ: ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକର ବିରନରସିଂହପୁର ସ୍ଥିତ ନର୍ସରୀ ଠାରେ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧଗଡ଼ ଏନଏସି ଅଧ୍ୟକ୍ଷ ମୃତ୍ୟୁଂଜୟ ମିଶ୍ର ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ କେଏଲ ଡିଏଫଓ ଅରବିନ୍ଦ ମହାନ୍ତି ଓ ଏସିଏଫ ଆଶିଷ କହଁର, ଅତିରିକ୍ତ ତହସିଲଦାର ବିଶ୍ୱଜିତ ପ୍ରଧାନ ଯୋଗଦେଇ ଜଙ୍ଗଲ ସୁରକ୍ଷା ଜୀବନ ରକ୍ଷା ଉପରେ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ତିନିଜଣ ବନକର୍ମଚାରୀ ଫରେଷ୍ଟର ଦେବକାନ୍ତ ବେହେରା, ଫରେଷ୍ଟ ଗାର୍ଡ ପ୍ରକାଶ ପ୍ରଧାନ,ଅର୍ଚ୍ଚନା ଦ୍ୱିବେଦୀଙ୍କୁ ସମ୍ମାନିତ କରାଯାଇଥିଲା। ପରେ ଜଙ୍ଗଲ ସୁରକ୍ଷା ନେଇ ସମୂହ ଶପଥ ଗ୍ରହଣ କରାଯାଥିଲା। କାର୍ଯ୍ୟକ୍ରମରେ ସମସ୍ତ ବନ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

Related Articles

Popular Categories