www.samajalive.in
Monday, December 15, 2025
26.1 C
Bhubaneswar

ପୋଷଣ ପକ୍ଷ ନିମନ୍ତେ ସଚେତନତା ର‍୍ୟାଲି

ବୌଦ୍ଧ: ପୋଷଣ ପକ୍ଷ ପାଳନ ଅବସରରେ ବୌଦ୍ଧଜିଲ୍ଲା ମହିଳା ଶିଶୁ ବିକାଶ ପକ୍ଷରୁ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏକ ସଚେତନତା ର‍୍ୟାଲି ବାହାରି ସହର ପରିକ୍ରମ କରିଥିଲା। ର‍୍ୟାଲିକୁ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଯୋଗଦେଇ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମକୁ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସସ୍ମିତା ପ୍ରଧାନ ପରିଚାଳନା କରିଥିଲେ। ବୌଦ୍ଧ ଶିଶୁ ବିକାଶ ଅଧିକାରୀ ମିନତୀ ଦେଓ, କଣ୍ଟାମାଳ ଶିଶୁ ବିକାଶ ଅଧିକାରୀ ଜ୍ୟୋସ୍ନା ପାଢ଼ୀ, ହରଭଙ୍ଗା ଶିଶୁ ବିକାଶ ଅଧିକାରୀ ନିରୁପମା ପାଣି, ମମତା କୋଡିନେଡର ଆଶିଷ ମହାନ୍ତିଙ୍କ ସମେତ ଜିଲ୍ଲାର ସମସ୍ତ ମହିଳା ମୁଖ୍ୟ ପରିଦର୍ଶିକା , ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories