www.samajalive.in
Monday, December 15, 2025
16.1 C
Bhubaneswar

ରେଳବାଇ ମହିଳା କଲ୍ୟାଣ ସଙ୍ଗଠନ ପକ୍ଷରୁ ସାନିଟାରୀ ନ୍ୟାପକିନ ବଣ୍ଟନ

ସମ୍ବଲପୁର: ପୂର୍ବତଟ ରେଳବାଇ ମହିଳା କଲ୍ୟାଣ ସଙ୍ଗଠନ ସମ୍ବଲପୁର ପକ୍ଷରୁ ସାନିଟାରୀ ନ୍ୟାପକିନ ବଣ୍ଟନ କରାଯାଇଛି। ସମ୍ବଲପୁର ଅଧ୍ୟକ୍ଷା ଅଞ୍ଜନୀ ସିଂ ଙ୍କ ନେତୃତ୍ୱରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଞ୍ଚଳର ମହିଳା ଓ ବାଳିକା ମାନଙ୍କୁ ସାନିଟାରୀ ନ୍ୟାପକିନ ବଣ୍ଟନ କରାଯାଇଛି। ଏହି ଅବସରରେ ମହିଳା ଓ ବାଳିକା ମାନଙ୍କର ସହିତ ଯୋଗାଯୋଗ କରି ବ୍ୟକ୍ତିଗତ ସ୍ୱଚ୍ଛତା, ମାସିକ ଋତୁସ୍ରାବ ଓ ଉତ୍ତମ ସ୍ୱାସ୍ଥ୍ୟ ବିଷରେ ସଚେତନତା ବାର୍ତ୍ତ ଦେବା ପାଇଁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷା ରୂଚିକା ସିଂ ଓ ଅନ୍ୟ ସଦସ୍ୟା ମାନେ ଉପସ୍ଥିତ ରହିଥିଲେ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories