www.samajalive.in
Thursday, December 11, 2025
27.1 C
Bhubaneswar

ବାଇକ୍ ଦୁର୍ଘଟଣା, ଜଣେ ମୃତ

ପାତ୍ରପୁର: ପାତ୍ରପୁର ନାରାୟଣ ପୁର ରାସ୍ତାର ବାହୁଦ କେନାଲ ପୋଲକୁ ବାଇକ୍ ଧକ୍କା ଦେଇ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତ ଯୁବକ ଜଣକ ଦିଗହଣ୍ଡିରେ ବ୍ଲକ ବମକେଇ ପଂଚାୟତ ଖାଇର ପଙ୍କ ଗ୍ରାମର କୁରେଶୁ କନ୍ୟାରି (୨୫) ବୋଲି ଜଣାପଡିଛି। ବାଇକ୍ ପଛରେ ବସିଥିବା ଅନ୍ୟ ଜଣେ ଯୁବକ ତୁରୁବୁଡ ଗ୍ରାମର ଜେ. ସୁଦର୍ଶନ ବୋଲି ଜଣାପଡିଛି। ତେବେ ଦୁର୍ଘଟଣା ପରେ ସେ ମେଡିକାଲରୁ ପଳେଇ ଯାଇଥିବା ଜଣାପଡିଛି। ଜରଡା ପୁଲିସ ଖବର ପାଇ ଡାକ୍ତରଖାନାରେ ପହଞ୍ଚି ତଦନ୍ତ ଚଳାଇଛି।

Hot this week

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

Related Articles

Popular Categories