www.samajalive.in
Saturday, December 13, 2025
21.1 C
Bhubaneswar

ଆଜିଠାରୁ ଶୂନ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ସପ୍ତାହ

ଭୁବନେଶ୍ୱର: ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ କରିବା ଉଦ୍ଦେଶ୍ୟରେ ଏପ୍ରିଲ ୧ ତାରିଖରୁ ଆରମ୍ଭ ହେଉଛି ଶୂନ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ସପ୍ତାହ। ଏହି ଅବସରରେ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ େରାକିବା ଦିଗରେ ସଚେତନ କରାଯିବା ସହ ଦୁର୍ଘଟଣାଜନିତ ମୃତ୍ୟୁ ଯେପରି ନ ହୁଏ ସେଠିପ୍ରତି ବିଶେଷ ଭାବେ ଧ୍ୟାନ ଦିଆଯିବ ବୋଲି ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢୀ କହିଛନ୍ତି। ଏପ୍ରିଲ ୧ରୁ ୭ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଆେୟାଜନ କରିବା ଲାଗି ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଯେ ୨୦୨୨ରେ ୧୧୬୬୩ଟି ସଡକ ଦୁର୍ଘଟଣାରେ ୫୪୬୭ ଜଣଙ୍କର ମୃତ୍ୟୁ ଘଟିଛି। ୨୦୨୧ ବର୍ଷ ତୁଳନାରେ ୨୦୨୨ରେ ୭.୬୦ ପ୍ରତିଶତ ଅଧିକ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ଘଟିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories