www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଗଳିକନ୍ଦିରେ ପାଟ୍ରୋଲିଂ କରିବ କମିଶନରେଟ ପୁଲିସ

ଡେସ୍କ: ଦୀପାବଳୀ ପର୍ବ ପାଳନ ବେଳେ ସତର୍କତା ଅବଲମ୍ବନ କରୁଛି କମିଶନରେଟ ପୁଲିସ। ବିଶେଷ ଭାବେ ଶବ୍ଦ ପ୍ରଦୂଷଣକାରୀ ବାଣ ଫୁଟାଇବା ଓ ମଦୁଆଙ୍କ ଉତ୍ପାତ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି କମିସନରେଟ ପୁଲିସ। ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପୁଲିସ ସାଦା ପୋଷାକରେ ବୁଲିବେ। ଯଦି କୌଣସି ବ୍ୟକ୍ତି ମଦ ପିଇ ଉତ୍ପାତ କରିବେ, ସେମାନଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

ଏହା ଛଡା ପୁଲିସ ଶବ୍ଦ ପ୍ରଦୂଷଣକାରୀ ବାଣ ଫୁଟାଇବା ରୋକିବା ପାଇଁ ସହରର ଗଳିକନ୍ଦିରେ ପାଟ୍ରୋଲିଂ କରିବ ବୋଲି ଜଣାପଡିଛି। ଆଜି ସନ୍ଧ୍ୟାରୁ ସହରର ବିଭିନ୍ନ ସ୍ଥାନରେ ଯାଞ୍ଚ ସହ ବ୍ଲକିଂ କରାଯିବ ବୋଲି ଜଣାପଡିଛି। ଏ ନେଇ ଅତିରିକ୍ତ ଡିସିପିଙ୍କ ନେତୃତ୍ବରେ ସ୍ୱତନ୍ତ୍ର ଟିମ ମଧ୍ୟ ଗଠନ କରାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories