www.samajalive.in
Monday, December 8, 2025
27.1 C
Bhubaneswar

ସକାଳ ୭.୩୦ରୁ ଖୋଲିବ ନନ୍ଦନକାନନ

ନନ୍ଦନକାନନ: କଟକ ଜିଲା ବାରଙ୍ଗଥାନା ଅନ୍ତର୍ଗତ ପ୍ରାଣୀଉଦ୍ୟାନ ନନ୍ଦନକାନନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ସମୟ ବଦଳିଛି। ପ୍ରତିବର୍ଷ ଭଳି ଗ୍ରୀଷ୍ମ ଋତୁ ସାଙ୍ଗକୁ ଦିନ ବଡ଼ ଯୋଗୁଁ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ (ବଟାନିକାଲ ଗାର୍ଡେନ) ଆଜିଠାରୁ ସକାଳ ସାଢେ ୭ଟାରୁ ଖୋଲି ଓ ଅପରାହ୍ଣ ସାଢେ ୫ଟାରେ ବନ୍ଦ ହେଉଛି ବୋଲି ନନ୍ଦନକାନନ ଉପନିର୍ଦେଶକ ସନଥ୍ କୁମାର ଏନ୍ ସୂଚନା ଦେଇଛନ୍ତି। ଏହି ନିୟମ ୨୦୨୩ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଲାଗୁ ରହିବ। ସପ୍ତାହର ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହିବ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories